fbpx

Big Breaking: ଟ୍ରକ ଧକ୍କାରେ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ

କଟକ: ଟ୍ରକ ଧକ୍କାରେ ୨ ଜଣ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିବା ଖବର ସାମ୍ନାକୁ ଆସିଛି । ସଦର ଥାନା ଅଞ୍ଚଳରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିବା ଜଣାପଡିଛି । କଟକରୁ ଭୁବନେଶ୍ୱର ଅଭିମୁଖେ ଯିବା ବେଳେ ଏହି ଅଘଟଣ ଘଟିଛି । ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ନ ମିଳିଥିବା ବେଳେ ପୋଲିସ ତଦନ୍ତ ଚଳାଇଛି ।

Get real time updates directly on you device, subscribe now.