fbpx

୩ ଜିଲ୍ଲାରେ ସେରୋସର୍ଭେ ପାଇଁ ଏସିଏସଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା କହର ଏବେ ବି ଲାଗିରହିଥିବା ବେଳେ ଏହାର ମୁକାବିଲା ପାଇଁ ସରକାର ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରୁଛନ୍ତି । ଏହାରି ମଧ୍ୟରେ ୩ ଜିଲ୍ଲାରେ ଚତୁର୍ଥ ପର୍ଯ୍ୟାୟ ସେରୋସର୍ଭେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହି ୩ଟି ଜିଲ୍ଲା ଯଥା ଗଞ୍ଜାମ, ରାୟଗଡା ଓ କୋରାପୁଟରେ ସେରୋସର୍ଭେ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ୧୬ରୁ ୧୯ ତାରିଖ ମଧ୍ୟରେ ସର୍ଭେ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ୩ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗର ଏସିଏସ ପ୍ରଦୀପ୍ତ ମହାପାତ୍ର ।

Get real time updates directly on you device, subscribe now.