fbpx

ଚେନ୍ନାଇରେ ଜିତିବା ପରେ ଦ୍ୱିତୀୟ ଟେଷ୍ଟ ପାଇଁ ଟିମ ଇଣ୍ଡିଆର ଘୋଷଣା କଲା BCCI, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଚେନ୍ନାଇରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଇଣ୍ଡିଆ ଟିମ ଜିତିବା ପରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ପାଇଁ ଟିମ ଇଣ୍ଡିଆର ଘୋଷଣା କରାଯାଇଛି। ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ୨୭ ସେପ୍ଟେମ୍ବରରୁ କାନପୁରରେ ଖେଳାଯିବ।

ବାଂଲାଦେଶ ବିପକ୍ଷରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ପାଇଁ ଭାରତୀୟ ଟିମର ଖେଳାଳି: ରୋହିତ ଶର୍ମା(କ୍ୟାପ୍ଟେନ), ଯଶସ୍ୱୀ ଜୈଶ୍ୱାଲ, ଶୁଭମନ ଗିଲ, ବିରାଟ କୋହଲି, କେଏଲ ରାହୁଲ, ସରଫରାଜ ଖାନ, ଋଷଭ ପନ୍ତ(ୱିକେଟ କିପର), ଧ୍ରୁବ ଜୁରେଲ (ରିଜର୍ଭ ୱିକେଟକିପର), ରବିଚନ୍ଦ୍ରନ ଅଶ୍ୱିନ, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଆକାଶ ଦୀପ, ଜସପ୍ରୀତ ବୁମରାହ ଏବଂ ୟଶ ଦୟାଲ।

Get real time updates directly on you device, subscribe now.