fbpx

ଓଡିଶାରେ ହେବ ୨୦୨୩ ହକି ବିଶ୍ୱକପ୍

ଭୁବନେଶ୍ୱର,୨୭ ।୧୧(ଓଡିଶା ଭାସ୍କର): ୨୦୨୩ ପୁରୁଷ ହକି ବିଶ୍ୱକପ୍ ଓଡିଶାରେ ଆୟୋଜିତ ହେବ । ଏନେଇ ଆଜି କଳିଙ୍ଗ ଷ୍ଟାଡିୟମରେ ବଡ ଘୋଷଣା କରାଯାଇଛି । ଭୁବନେଶ୍ୱର ଓ ରାଉରକେଲାରେ ଖେଳାଯିବ ଏହି ବିଶ୍ୱକପ୍ ମ୍ୟାଚ୍ । ସୁନ୍ଦରଗଡରେ ୧୭ଟି ହକି ଟର୍ଫ ନିର୍ମାଣ ପାଇଁ ଭିତ୍ତିିପ୍ରସ୍ତର ସ୍ଥାପନ କରାଯାଇଛି ।

କଳିଙ୍ଗ ଷ୍ଟାଡିୟମରେ ହାଇ ପରଫର୍ମାନ୍ସ ସେଣ୍ଟରର ଶିଳାନ୍ୟାସ କରିବା ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ୨୦୨୩ରେ ଓଡିଶରେ ପୁରୁଷ ହକି ବିଶ୍ୱକପ୍ ହେବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

Get real time updates directly on you device, subscribe now.