fbpx

ଭିଜିଲାନ୍ସ ଜାଲରେ କୃଷି ଅଧିକାରୀ

କୋରାପୁଟ, ୨ା୭(ଓଡ଼ିଶା ଭାସ୍କର): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପ ମହାନ୍ତିଙ୍କୁ ଅଟକ ମଧ୍ୟ ରଖାଯାଇଛି । ଅନ୍ୟପଟେ କୃଷି ଅଧିକାରୀ ପ୍ରଦୀପଙ୍କ କାରରୁ ୧୧ଲକ୍ଷ ଟଙ୍କା ଜବତ ମଧ୍ୟ କରାଯାଇଛି । ଜୟପୁରରୁ ଭୁବନେଶ୍ୱର ଯିବା ବେଳେ ଭିଜିଲାନ୍ସ ୧୧ଲକ୍ଷ ଟଙ୍କା ଜବତ କରିଥିବା ନେଇ ସୂଚନା ମିଳିଛି ।

Get real time updates directly on you device, subscribe now.