fbpx

ଅନଲାଇନ୍ ଶିକ୍ଷା ପାଇଁ ଟିସିଏସ୍ ସହ ଚୁକ୍ତି

ଭୁବନେଶ୍ୱର,୧୩ ।୧୧(ଓଡିଶା ଭାସ୍କର): ରାଜ୍ୟରେ ଆଦର୍ଶ ଓ ଉକ୍ରର୍ଷ ସ୍କୁଲରେ ଅନଲାଇନ୍ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ଓ ଟିସିଏସ ମଧ୍ୟରେ ଚୁକ୍ତି ହୋଇଛି । ୨୧୪ ଆଦର୍ଶ ସ୍କୁଲ ଓ ୧୦୧ ଉକ୍ରର୍ଷ ସ୍କୁଲରେ ଅନଲାଇନ ଶିକ୍ଷାର ବ୍ୟବସ୍ଥା ହେବ । ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅନଲାଇନ୍ ଶିକ୍ଷା ବ୍ୟବସ୍ଥା ହେବ । ଅନଲାଇନରେ ଶିକ୍ଷା ପାଇଁ ମାଗଣାରେ ସହଯୋଗ ଯୋଗାଇବ ଟିସିଏସ୍ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.