fbpx
BSKY
BJD MC SKY
BJD MS SKY

ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପରଲୋକ

ଛତିଶଗଡ଼, ୨୯ା୫: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପରଲୋକ ଘଟିଛି । ୨୦ଦିନ ହେବ ରାୟପୁରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଜି ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ଦେହାନ୍ତ ନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ପୁଅ ଅମିତ ଯୋଗୀ । ଆସନ୍ତାକାଲି ଜନ୍ମଭୂମି ଗୋରେଲାରେ ଅନ୍ତିମ ସଂସ୍କାର ହେବ ।

Get real time updates directly on you device, subscribe now.