fbpx
BJD
BJD SKY
BJD SKY

ଏଣିକି କଲେଜ ଆସିବେ ସବୁ ଷ୍ଟାଫ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଧିରେ ଧିରେ କମିବାରେ ଲାଗିଛି । ଏହାରି ମଧ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନର ସମସ୍ତ ଟିଚିଂ ଓ ନନ୍ ଟିଚିଂ ଷ୍ଟାଫଙ୍କୁ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜୁଲାଇ ୬ ତାରିଖରୁ ସମସ୍ତେ କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ କୋଭିଡ ପାଇଁ ଜାରି ହୋଇଥିବା ୫୦% ଷ୍ଟାଫଙ୍କୁ ନେଇ ରୋଷ୍ଟର ଡ୍ୟୁଟି ପ୍ରତ୍ୟାହାର ହୋଇଛି ।

ତେବେ ଆଗକୁ ୟୁଜି ଓ ପିଜି ପରୀକ୍ଷା ଥିବାରୁ ସମସ୍ତ ଷ୍ଟାଫ କଲେଜ ଆସିବା ଦରକାର । ଏନେଇ କୁଳପତି ଓ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚ ଶିକ୍ଷା ସଚିବ ।

Get real time updates directly on you device, subscribe now.