fbpx

୧୭ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧୧ ।୨(ଓଡିଶା ଭାସ୍କର): ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏନେଇ ୧୭ରେ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଚଳିତ ବଜେଟ୍ ଅଧିବେଶନ ନେଇ ସର୍ବଦଳୀୟ ବୈଠକରେ ଆଲୋଚନା ହେବ ।

Get real time updates directly on you device, subscribe now.