fbpx

୪ରୁ ଖୋଲିଯିବ ଗଞ୍ଜାମର ସବୁ ମନ୍ଦିର

Advertisement

ଗଞ୍ଜାମ,୨ ।୧(ଓଡିଶା ଭାସ୍କର): ଆସନ୍ତା ୪ରୁ ଗଞ୍ଜାମ ଜିଲ୍ଲାରେ ଖୋଲିଯିବ ସବୁ ମନ୍ଦିର । କୋରୋନା କଟକଣା ମଧ୍ୟରେ ଦର୍ଶନ କରିବେ ଭକ୍ତ । ଆସନ୍ତାକାଲି ଖୋଲିବ ମା’ ତାରାତାରିଣୀଙ୍କ ମନ୍ଦିର । ମନ୍ଦିର ଉପରକୁ ଯାନବାହାନ ନିଷେଧ କରାଯାଇଛି । ମନ୍ଦିରକୁ ଯିବା ପାଇଁ ପ୍ରଶାସନ ପକ୍ଷରୁ ଗାଡ଼ିର ବ୍ୟବସ୍ଥା ହୋଇଛି । ଏନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.