fbpx

କାର୍ ଉପରେ ଚଢିଗଲା ଆମ୍ବୁଲାନ୍ସ; ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର

ଭୁବନେଶ୍ୱର: ସକାଳୁୁ ସକାଳୁ ବଲାଙ୍ଗୀରରେ ଘଟିଯାଇଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଆମ୍ବୁଲାନ୍ସ ଧକ୍କାରେ ସ୍ୱାମୀ ମୃତ୍ୟୁବରଣ କରିଥିବା ବେଳେ ସ୍ତ୍ରୀ ଓ ଝିଅ ଗୁରୁତର ହୋଇଛନ୍ତି । ପାଟଣାଗଡ-ବଲାଙ୍ଗୀର ରାସ୍ତା ମାୟାର୍ବହା ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଜଣେ ବ୍ୟକ୍ତିଙ୍କୁ ଧକ୍କା ଦେଇ କାର ଉପରେ ଚଢି ଯାଇଥିଲା ଆମ୍ବୁଲାନ୍ସ ।

ଦୁର୍ଘଟଣା ପରେ ଆମ୍ବୁଲାନ୍ସ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ଘଟଣାରେ ଅନ୍ୟ ୨ ଗୁରୁତର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

Get real time updates directly on you device, subscribe now.