fbpx

ଆମେରିକାରେ କରୋନା ତାଣ୍ଡବ, ୨୪ ଘଣ୍ଟାରେ ୧୮୯୧ ଜଣଙ୍କ ମୃତ୍ୟୁ

Advertisement

ନୂଆଦିଲ୍ଲୀ,୧୯/୪: ବିଶ୍ୱରେ ମୁଣ୍ଡ ବିନ୍ଧାର କାରଣ ପାଲଟିଛି କରୋନା । ଏହାସହ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି।  ବିଶ୍ୱରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୭୫୫ ଥିବା ବେଳେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ ଲକ୍ଷ ୩୦ ହଜାର ୮୯୧ ରହିଛି।  ଆକ୍ରାନ୍ତଙ୍କ ମଧ୍ୟରୁ ୫ ଲକ୍ଷ ୯୬ ହଜାର ୭୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଆମେରିକାରେ ୨୪ ଘଣ୍ଟାରେ ୧୮୯୧ ଜଣଙ୍କ ମୃତ୍ୟୁ ହୋଇଛି।

Get real time updates directly on you device, subscribe now.