fbpx

ଏମ୍ସରେ ଭର୍ତ୍ତି ହେଲେ ଗୃହମନ୍ତ୍ରୀ ଅମିତ ଶାହା, କିଛିଦିନ ତଳେ କରୋନାରୁ ସୁସ୍ଥ ହୋଇ ଫେରିଥିଲେ

ନୂଆଦିଲ୍ଲୀ,୧୮ ।୮: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ବିଳମ୍ବିତ ରାତିରେ ହିଁ ଶାହାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ତଦାରଖ କରୁଛି ।

ନିକଟରେ ଅମିତ ଶାହା କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ । କୁହାଯାଉଛି ଯେ, ଗତକାଲି ରାତି ପ୍ରାୟ ୨ଟାରେ ଅମିତଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା ।

Get real time updates directly on you device, subscribe now.