fbpx

ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ

ନୂଆଦିଲ୍ଲୀ, ୨ା୨: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ୧୨ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଶାହା । ପୂର୍ବାଞ୍ଚଳ ଜୋନାଲ କାଉନସିଲ ମିଟରେ ଯୋଗାଦେବାର କାର୍ଯ୍ୟକ୍ରମ ରହିଛି । ବରମୁଣ୍ଡା ପଡ଼ିଆରେ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହେବେ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.