fbpx

ବଢିଲା ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା, ଜାଣନ୍ତୁ କେତେ?

ନୂଆଦିଲ୍ଲୀ,୨୦ ।୧୦: କରୋନାକୁ ଦୃଷ୍ଟିରେ ରଖି ବଢିଛି ପ୍ରାର୍ଥୀଙ୍କ ନିର୍ବାଚନ ଖର୍ଚ୍ଚ ସୀମା । ବିଧାୟକ ପ୍ରାର୍ଥୀଙ୍କ ପାଇଁ ଖର୍ଚ୍ଚସୀମା ୨୮ ଲକ୍ଷରୁ ୩୦ ଲକ୍ଷକୁ ବୃଦ୍ଧି କରାଯାଇଛି । ଏନେଇ ଭାରତୀୟ ନିର୍ବାଚନ କମିସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Get real time updates directly on you device, subscribe now.