fbpx

ନନ୍ଦନକାନନରେ ହଳଦିଆ ଆନାକୋଣ୍ଡାର ମୃତ୍ୟୁ

ବାରଙ୍ଗ,୨୮ା୧୧(ଓଡ଼ିଶା ଭାସ୍କର): ନନ୍ଦନକାନନରେ ୨ବର୍ଷୀୟ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛନ୍ତି ନନ୍ଦନକାନନର ଉପ-ନିର୍ଦ୍ଦେଶକ । ଗତମାସ ୨୨ ରେ ଚେନ୍ନାଇରୁ ୮ଟି ଆନାକୋଣ୍ଡା ଭୁବନେଶ୍ୱର ସ୍ଥିତ ନନ୍ଦନକାନନକୁ ଅଣାଯାଇଥିଲା । ମୃତ ଆନାକୋଣ୍ଡାର ବ୍ୟବଚ୍ଛେଦ ପରେ ମୃତ୍ୟୁ ପଛର କାରଣ ସ୍ପଷ୍ଟ ହେବ ।

Get real time updates directly on you device, subscribe now.