-
World 114,386,001
WorldConfirmed: 114,386,001Active: 21,909,802Recovered: 89,938,513Death: 2,537,686 -
USA 29,202,824
USAConfirmed: 29,202,824Active: 9,045,632Recovered: 19,632,523Death: 524,669 -
India 11,096,731
IndiaConfirmed: 11,096,731Active: 164,475Recovered: 10,775,169Death: 157,087 -
Brazil 10,517,232
BrazilConfirmed: 10,517,232Active: 876,529Recovered: 9,386,440Death: 254,263 -
Russia 4,234,720
RussiaConfirmed: 4,234,720Active: 349,571Recovered: 3,799,406Death: 85,743 -
UK 4,170,519
UKConfirmed: 4,170,519Active: 1,201,606Recovered: 2,846,208Death: 122,705 -
Italy 2,907,825
ItalyConfirmed: 2,907,825Active: 411,966Recovered: 2,398,352Death: 97,507 -
Turkey 2,693,164
TurkeyConfirmed: 2,693,164Active: 98,938Recovered: 2,565,723Death: 28,503 -
Germany 2,444,177
GermanyConfirmed: 2,444,177Active: 125,188Recovered: 2,248,400Death: 70,589 -
Pakistan 579,973
PakistanConfirmed: 579,973Active: 21,836Recovered: 545,277Death: 12,860 -
China 89,893
ChinaConfirmed: 89,893Active: 218Recovered: 85,039Death: 4,636
ସୁବର୍ଣ୍ଣପୁର, ୨୩ା୨ (ଓଡିଶା ଭାସ୍କର): ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଖିଳ ଭାରତୀୟ ଅଙ୍ଗନବାଡ଼ି ମହିଳା କର୍ମୀଙ୍କ ଏକ ସମ୍ମିଳନୀ ସୁବର୍ଣ୍ଣପୁର ଜିଲ୍ଲା ସରସ୍ୱତୀ ଶିଶୁ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ଦିନରେ ହେବାକୁ ଥିବା ଦେଶବ୍ୟାପୀ ଆନ୍ଦୋଳନ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ଅଙ୍ଗନବାଡ଼ି କର୍ମୀଙ୍କୁ ସରକାରୀ ମାନ୍ୟତା, ସର୍ବନିମ୍ନ ୧୮ ହଜାର ଟଙ୍କା ଦରମା ପ୍ରଦାନ, ଶିକ୍ଷା ନୀତି ଅନୁଯାୟୀ ସମସ୍ତ କର୍ମୀଙ୍କୁ ଶିକ୍ଷକ ମାନ୍ୟତା ପ୍ରଦାନ ଆଦି ୧୧ ଦଫା ଦାବି ନେଇ ସଂଘ ପକ୍ଷରୁ ଦେଶବ୍ୟାପି ଆନ୍ଦୋଳନ କରାଯିବ । ଏହି ସମସ୍ୟାର ଉପଯୁକ୍ତ ସମାଧାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି । ବୈଠକରେ ଅଖିଳ ଭାରତୀୟ ଅଙ୍ଗନବାଡ଼ି ମହିଳା କର୍ମଚାରୀ ସଂଘର ସାଧାରଣ ସମ୍ପାଦିକା ଅଞ୍ଜଳି ପଟେଲ, ଜିଲ୍ଲା ସଭାନେତ୍ରୀ ମମତା ପଣ୍ଡା ପ୍ରମୁଖ ଯୋଗଦେଇଥିଲେ ।