fbpx
BSKY
BJD SHG SKY
BJD YOUTH SKY

ପିପିଲି ନିର୍ବାଚନ ପାଇଁ ତାରିଖ ଘୋଷଣା, ଜାଣନ୍ତୁ କେବେ?

ପିପିଲି,୧୬ ।୩(ଓଡିଶା ଭାସ୍କର): ଅନେକ ଦିନର ଅପେକ୍ଷା ପରେ ଆଜି ପିପିଲି ଉପ-ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଏପ୍ରିଲ ୧୭ ତାରିଖରେ ପିପିଲିରେ ଉପ ନିର୍ବାଚନ ହେବ । ଏନେଇ ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ମାର୍ଚ୍ଚ ୩୦ । ସେହିପରି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ହେଉଛି ଏପ୍ରିଲ ୩ । ମେ ୨ ତାରିଖରେ ଭୋଟ ଗଣତି ଓ ରେଜଲ୍ଟ ପ୍ରକାଶ ପାଇବ ।

ଅନ୍ୟପଟେ ପିପିଲି ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଛି । ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଖାଲି ପଡିଛି ପିପିଲି ଆସନ ।

Get real time updates directly on you device, subscribe now.