ପୁଣି ଦିଲ୍ଲୀ ଗଲେ ଆଉ ଜଣେ IAS ଅଫିସର, କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଶିଷ ଠାକରେ

୫ ବର୍ଷ ପାଇଁ କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଶିଷ। 

ନୂଆଦିଲ୍ଲୀ:  ଡେପୁଟେସନରେ ଆଶିଷ ଠାକରେ। ପୁଣି ଦିଲ୍ଲୀ ଗଲେ ଆଉ ଜଣେ IAS ଅଫିସର। ସରକାର ବଦଳିବା ପରେ ଅନେକ IAS ଅଫିସର କେନ୍ଦ୍ରୀୟ ଡେପୁଟେସନରେ ଯାଉଛନ୍ତି।

ଠିକ୍ ସେହପରି ଏବେ ଆଉ ଜଣେ IAS ଅଫିସର। କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି। କେନ୍ଦ୍ରୀୟ ଡେପୁଟେସନରେ ଗଲେ IAS ଆଶିଷ ଠାକରେ। ଆଶିଷ ଠାକରେଙ୍କୁ କେନ୍ଦ୍ର ସାମାଜିକ ଭିନ୍ନକ୍ଷମ ଓ ସଶକ୍ତୀକରଣର ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ଆଶିଷ ୫ ବର୍ଷ ପାଇଁ କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି।