fbpx

୨୯ରେ ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୯ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଲଘୁଚାପ ସମ୍ଭାବନା ନେଇ ଚେନ୍ନାଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.