fbpx

ଆସୁଛି ଆଉ ଏକ ଲଘୁଚାପ! ୧୦ରେ ପ୍ରବଳ ଛେଚିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହାରି ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ କ୍ଷେତ୍ର । ୧୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଦିଗକୁ ଗତି କରିବ । ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.