fbpx
BJD
BJD SKY
BJD SKY

ଆସନ୍ତା ୯ରେ ଆଉ ଏକ ଲଘୁଚାପ!

BJD

ଭୁବନେଶ୍ୱର, ୬ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଏବେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି । ଏହାରି ମଧ୍ୟରେ ଆସନ୍ତା ୯ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ତେଣୁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ୮ତାରିଖରେ ୭ଜିଲ୍ଲା ଓ ୯ତାରିଖରେ ୫ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.