fbpx

କରୋନା କବଜାରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍

କଟକ,୬ ।୧୦ (ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିବାରେ ଲାଗିଛି । ବିଧାୟକଙ୍କଠାରୁ ଆରମ୍ଭ କରି ମନ୍ତ୍ରୀମାନେ ମଧ୍ୟ ଧିରେ ଧିରେ ଏହାର କବଜାକୁ ଆସିବାରେ ଲାଗିଛନ୍ତି । ଏହାରି ମଧ୍ୟରେ କଟକ-ବାରବାଟୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ୍ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନିକଟରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜର ପରୀକ୍ଷା କରାଇନେବାକୁ ସେ ଅନୁରୋଧ କରିଛନ୍ତି।

Get real time updates directly on you device, subscribe now.