fbpx

ଅନୁଭବ-ବର୍ଷା ବିବାଦ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬ ।୧୦(ଓଡିଶା ଭାସ୍କର): ଅଭିନେତା ତଥା ରାଜନେତା ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦ ଲାଗିରହିଛି । ଆଜି ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି ହେବ । କଟକ ପାରିବାରିକ କୋର୍ଟକୁ ମାମଲା ସ୍ଥାନାନ୍ତର ନେଇ ଶୁଣାଣି ହେବ ।

ତେବେ ଅନୁଭବଙ୍କ ବିରୋଧରେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଅଭିଯୋଗ ଆଣିଥିଲେ ବର୍ଷା । କିନ୍ତୁ ଅନୁଭବ ଏହାର ଅସ୍ୱୀକାର କରି ବର୍ଷା ମାନସିକ ଯନ୍ତ୍ରଣା ଦେଉଥିଲେ ବୋଲି କୋର୍ଟରେ ପିଟିସନ ଦାଖଲ କରିଥିଲେ ।

Get real time updates directly on you device, subscribe now.