fbpx

ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା: ଆଜି ଅନୁଭବ ମହାନ୍ତିଙ୍କୁ ଜେରା

କଟକ : ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ । ଏହାରି ମଧ୍ୟରେ ମଙ୍ଗଳବାର ଅର୍ଥାତ ଆଜି ଅନୁଭବଙ୍କୁ ଜେରା କରାଯାଇଛି। ଅଗଷ୍ଟ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା । ନିକଟରେ ଅନୁଭବ-ବର୍ଷା ଛାଡପତ୍ର ପାଇଁ କୋର୍ଟ ଅନୁମତି ଦେଇଥିଲେ ।

ଦୀର୍ଘ ଦିନ ଧରି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ଲାଗି ରହିଥିଲା ।

ତେବେ ନିକଟରେ ଅନୁଭବ-ବର୍ଷା ଛାଡପତ୍ର ପାଇଁ କୋର୍ଟ ଅନୁମତି ଦେଇଥିଲେ । ହେଲେ ଏହାପରେ ବି ବର୍ଷାଙ୍କ ଅଭିଯୋଗ କ୍ରମେ ଏହି ବିବାଦ ଏବେ ବି ଲାଗି ରହିଛି ।

Get real time updates directly on you device, subscribe now.