fbpx

ଜାନୁଆରୀ ୧୭ରୁ OCS ପ୍ରିଲିମ୍ ପାଇଁ ଆବେଦନ

କଟକ: ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମ ପରୀକ୍ଷା-୨୦୨୨ ପାଇଁ ଲୋକସେବା ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଜାନୁଆରୀ ୧୭ ତାରିଖରୁ ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ଆବେଦନ କରିପାରିବେ । ଫେବୃଆରୀ ୧୬ ତାରିଖ ଆବେଦନର ଶେଷ ତାରିଖ ରଖାଯାଇଛି ।

ତେବେ ଜାନୁଆରୀ ୧୭ରୁ ଆବେଦନ ଆରମ୍ଭ ହେଉଥିବାବେଳେ ଫେବ୍ରୁଆରୀ ୧୬ ଆବେଦନର ଶେଷ ତାରିଖ ରହିଛି । ଆଶାୟୀ ଛାତ୍ରଛାତ୍ରୀ http:/opsc.gov.inରେ କରିପାରିବେ ଆବେଦନ ।

Get real time updates directly on you device, subscribe now.