fbpx

Big Breaking; ଅରିନ୍ଦମ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ: ଅନୁପମ ସାହା ଅତିରିକ୍ତ ସଚିବ

ଭୁବନେଶ୍ୱର: ଅରିନ୍ଦମ ଡାକୁଆଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବରେ ନିଯୁକ୍ତି ପ୍ରଦାନ କରାଯାଇଛି । କଟକର ଜିଲ୍ଲାପାଳ ଭାବରେ ଦାୟିତ୍ୱ ତୁଲାଉଥିବା ଅରିନ୍ଦମ ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବରେ ଦାୟିତ୍ୱ ପାଇଛନ୍ତି । ଏହାବ୍ୟତୀତ ଜଗତସିଂହପୁରର ଜିଲ୍ଲାପାଳ ଭାବରେ କାର୍ଯ୍ୟରତ ଅନୁପମ ସାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ମିଳିଛି ।

Get real time updates directly on you device, subscribe now.