fbpx

ଅରୁଣ ଷଡ଼ଙ୍ଗୀ ହେଲେ OPSC ଚେୟାରମ୍ୟାନ୍; ୬ ବର୍ଷ ପାଇଁ ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) OPSC ଚେୟାରମ୍ୟାନ୍ ହେଲେ ବରିଷ୍ଠ IPS ଅରୁଣ ଷଡ଼ଙ୍ଗୀ । ୬ ବର୍ଷ ପାଇଁ ନିଯୁକ୍ତ କଲେ ରାଜ୍ୟ ସରକାର । ବର୍ତ୍ତମାନ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ନିର୍ଦ୍ଦେଶକ ଅଛନ୍ତି IPS ଅରୁଣ ଷଡ଼ଙ୍ଗୀ । ଆଗକୁ OPSC ଚେୟାରମ୍ୟାନ୍ ଦାୟୀତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ । ପୂର୍ବରୁ ସେ ଇନଚାର୍ଜ ପୋଲିସ ଡିଜି ଭାବେ କାମ କରିଥିଲେ । ଏନେଇ ବିଜ୍ଞପ୍ତି ଜାରି କରିଛି ସାଧାରଣ ପ୍ରଶାସନ ବିଭାଗ।

Get real time updates directly on you device, subscribe now.