fbpx

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI: ୫ ହଜାର ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡ଼ିଲେ ପୋଲିସ ଏଏସଆଇ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଏଏସଆଇ ରବି ସାହୁ ପଡ଼ିଲେ ଭିଜିଲାନ୍ସ ଜାଲରେ । ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଲାଞ୍ଚ ନେଲାବେଳେ ଧରାପଡ଼ିଲେ । ନାଁରେ ମାମଲା କରିଦେବାର ଧମକ ଦେଇ ୫ ହଜାର ଲାଞ୍ଚ ନେଉଥିଲେ ।

Get real time updates directly on you device, subscribe now.