fbpx

ନିଜ ପଦରୁ ଇସ୍ତଫା ଦେଲେ ଅସିତ ତ୍ରିପାଠୀ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଭାବରେ କାର୍ଯ୍ୟଭାର ସମ୍ଭାଳୁଥିବା ଅସିତ ତ୍ରିପାଠୀ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ୨୦୨୦ ମସିହାରୁ ଅସିତ ଏହି ଦାୟିତ୍ୱରେ ଥିଲେ ।

ତେବେ ଡିସେମ୍ବର ୩୧ତାରିଖରେ ସରକାରୀ ଚାକିରିରୁ ଅବସର ନେବାପରେ ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଥିଲା। ସେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ଆଚଂଳିକ ବିକାଶ, ପର୍ଯ୍ୟଟନ ଓ ନିଯୁକ୍ତି କ୍ଷେତ୍ରରେ ସରକାରଙ୍କୁ ପରାମର୍ଶ ଦେଉଥିଲେ ।

Get real time updates directly on you device, subscribe now.