fbpx

ଗୃହ ସାଢ଼େ ୧୧ଟା ଯାଏଁ ମୁଲତବି

ଭୁବନେଶ୍ୱର, ୧୩ା୩(ଓଡ଼ିଶା ଭାସ୍କର): ୟେସ୍ ବ୍ୟାଙ୍କ ଟଙ୍କା ଜମା ପ୍ରସଙ୍ଗକୁ ନେଇ ବିଧାନସଭାରେ ହଟ୍ଟଗୋଳ ଦେଖାଦେଇଛି । ଗୃହ କମିଟି ଦାବି କରିଛନ୍ତି ବିଜେପି ଓ କଂଗ୍ରେସ ସଦସ୍ୟ । ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିବା ଜଣାପଡ଼ିଛି । ଏହାସହ ନିଜ ଆସନରେ ଛିଡ଼ା ହୋଇ କଂଗ୍ରେସ ସଭ୍ୟ ପ୍ରତିବାଦ କରିଛନ୍ତି । ଏନେଇ ଗୃହକୁ ସାଢ଼େ ୧୧ଟା ଯାଏଁ ମୁଲତବି ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

Get real time updates directly on you device, subscribe now.