fbpx

୪ଟା ପର୍ଯ୍ୟନ୍ତ ବିଧାନସଭା ଗୃହ ମୁଲତବି : ସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି

Advertisement

ଭୁବନେଶ୍ୱର : ବିଧାନସଭା ଆରମ୍ଭରୁ ହିଁ ବିଜେପିଙ୍କ ପ୍ରବଳ ହଟ୍ଟଗୋଳ ଆରମ୍ଭ ହୋଇଛି । ପୋଡିୟମ ପାଖରେ ବିଜେପି ସଦସ୍ୟ ନାରାବାଜି ଲଗାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବିବୃତିରୁ ଜନବିରୋଧୀ ଶବ୍ଦକୁ ବାଦ ଦେବା ପାଇଁ ଦାବି କରାଯାଇଛି । ଏହା ବ୍ୟତୀତ ବିଜେପି ଦଳ ୨ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାରର ଦାବି କରିଛନ୍ତି । ବିରୋଧୀ ଦଳ ବାଚସ୍ପତିିଙ୍କ ପକ୍ଷପାତିତାକୁ ନେଇ ଅଭିଯୋଗ କାରି ହଟ୍ଟଗୋଳ କରିଛନ୍ତି । ଏଭଳି ହଟ୍ଟଗୋଠ ଯୋଗୁଁ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି କରାଯାଇଛି ।

Get real time updates directly on you device, subscribe now.