fbpx

ସେପ୍ଟେମ୍ବର ୩୦ ସୁଦ୍ଧା ବସିବ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୩ ।୯(ଓଡିଶା ଭାସ୍କର): ସେପ୍ଟେମ୍ବର ୩୦ ସୁଦ୍ଧା ବସିବ ବିଧାନସଭା ମୌସୁମୀ ଅଧିବେଶନ । ଅଧିବେଶନ ପଦ୍ଧତି ନେଇ ସଂସଦ ସଚିବଙ୍କ ସହ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଲୋଚନା ହୋଇଛି । ୨ ଦିନ ଭିତରେ ସଂସଦ ପକ୍ଷରୁ ଲିଖିତ ଗାଇଡଲାଇନ୍ ପଠାଯିବ । ଗାଇଡଲାଇନ୍ ଅନୁସାରେ ଅଧିବେଶନର ପଦ୍ଧତି ନେଇ ନିଷ୍ପତ୍ତି ହେବ । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଆଜି ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.