fbpx

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ୪ଟି ସ୍ଥାନରେ ଚଢ଼ାଉ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଭିଜିଲାନ୍ସ ଜାଲରେ ଫସିଛନ୍ତି ସହକାରୀ ଯନ୍ତ୍ରୀ । ମୟୂରଭଞ୍ଜ କୁଳିଅଣା ବ୍ଲକ ସହକାରୀ ଯନ୍ତ୍ରୀଙ୍କୁ ଧରିଛି ଭିଜିଲାନ୍ସ । ଧରାପଡିଥିବା ସହାକାରୀ ଯନ୍ତ୍ରୀ ଜଣକ ହେଉଛନ୍ତି ଧୀରୟା ମାଝୀ । ଆୟ ବହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧୀରୟା ମାଝୀଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି । ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ ହୋଇଥିବା ସୂଚନା ମିଳିଛି । ଘଟଣାକୁ ନେଇ ଏବେବି ଖୋଳତାଡ଼ ଜାରି ରହିଛି ।

Get real time updates directly on you device, subscribe now.