fbpx

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କୁଚିଣ୍ଡା,୨୦ା୧୨(ଓଡ଼ିଶା ଭାସ୍କର): କୁଚିଣ୍ଡା ଏନଏସି ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ନାୟକଙ୍କ ଘରେ ରେଡ଼୍ ପଡ଼ିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଥିବା ସୂଚନା ମିଳିଛି । ସେନେଇ ପୈତୃକ ବାସଭବନ, ଶ୍ୱଶୁର ଘର ସମେତ ଏକକାଳୀନ ୫ଟି ସ୍ଥାନରେ ରେଡ଼୍ ପକାଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.