fbpx

ରାଶିଫଳ (୧୮ା୬ା୨୦୨୦, ଗୁରୁବାର)

ମେଷ- କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ନିଷ୍ପତ୍ତି ନେବାପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନେଲେ ଭଲ ହେବ,କୌଣସି ପିଲାଦିନର କିମ୍ବା କର୍ମକ୍ଷେତ୍ରର ସାଙ୍ଗ ଆଜି ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ ।

ବୃଷ -ଆପଣଙ୍କର ଯେମିତି ପରିସ୍ଥିତି ହେଉ ମଧ୍ୟ ଆପଣ ସାହସ ହରାନ୍ତୁ ନାହିଁ । କୌଣସି ପ୍ରକାର ଛୋଟ କଥାରେ ଆପଣଙ୍କର ଝଗଡ଼ା ହେବାରେ ସମ୍ଭାବନା ଅଛି । ଏଥି ପାଇଁ ଅନ୍ୟମାନଙ୍କ ସହିତ ବ୍ୟବହାର ଭଲ ରଖନ୍ତୁ ।

ମିଥୁନ -ଆଜି ଆପଣଙ୍କୁ ବୋଧହୁଏ ନିଜ ପରିବାର କିମ୍ବା ବ୍ୟବସାୟୀକ କ୍ଷେତ୍ରରେ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ ।
କର୍କଟ -ଆଜି ଆପଣ ନମ୍ରତାର ସହିତ ବ୍ୟବହାର କରନ୍ତୁ ଏବଂ ନିଜ ପ୍ରିୟଜନ ମାନଙ୍କ ସହିତ ସ୍ନେହପୂର୍ଣ୍ଣ ବ୍ୟବହାର କରନ୍ତୁ ସେମାନେ ଆପଣଙ୍କୁ ଆପଣଙ୍କର ବ୍ୟବହାର ପାଇଁ ଧନ୍ୟବାଦ ଦେବେ ଆଜି ଆପଣ ଅନୁଭବ କରିବେ ।

ସିଂହ -ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚେ଼ଷ୍ଟା କରନ୍ତୁ ନାହିଁ ।

କନ୍ୟା -ଆଜି ଆପଣ ଆଉ କାହାର ଖରାପ ବ୍ୟବହାରରେ ଦୁଃଖି ଅଟନ୍ତି । ଆପଣ ପୁରା ଚେ଼ଷ୍ଟା କରନ୍ତୁ , କୌଣସି ବେକାର କାର୍ଯ୍ୟ ନକରି ନିଜ ଉପରେ ଥିବା ଦାୟିତ୍ୱକୁ କାର୍ଯ୍ୟରେ ପରିଣତ କରନ୍ତୁ ।

ତୁଳା -ଆଜି ଆପଣ ଘର ଏବଂ କାର୍ଯ୍ୟରେ ବୋଝ ଅନୁଭବ କରିବେ । ବହୁତ ଲୋକ ଆପଣଙ୍କୁ ଉପଦେଶ ମାଗିବେ । ଆପଣ ସାଧୁତା ଆବଲମ୍ବନ କରି ଉପଦେଶ ଦିଅନ୍ତୁ
ବିଛା -ନିଜ ନିୟନ୍ତ୍ରଣରୁ ବାହାରି କାର୍ଯ୍ୟ କରନ୍ତୁ ନାହିଁ । ଧୈର୍ଯ୍ୟ ଏବଂ ସାହସକୁ ପାଥେୟ କରି ବିପଦର ସାମ୍ନାକଲେ ସଫଳତା ନିଶ୍ଚୟ ମିଳିବ ।

ଧନୁ -ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ ।
ମକର -ଆଜି ଆପଣ ନିଜର ଉଗ୍ରସ୍ୱଭାବକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ, ନ ହେଲେ ଅନ୍ୟ ମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ ।
କୁମ୍ଭ -ଆଜି ଆପଣଙ୍କର ଜୀବନ ଶୈଳୀରେ ପରିବର୍ତ୍ତନ ହେବ । ସବୁବେଳେ କାମରେ ବ୍ୟସ୍ତ ନରହି ମିତ୍ର ମାନଙ୍କ ସହିତ ବୁଲିବାକୁ ଯାଆନ୍ତୁ । ପୁରୁଣା ଚିନ୍ତା ଧାରା ଛାଡ଼ି ନୂଆ ଚିନ୍ତା ଧାରା ସହିତ ଜୀବନ କଟାନ୍ତୁ ।

ମୀନ -ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ଅଟେ ।ବହୁତ ମଜା କରନ୍ତୁ ଆଜି ଆପଣଙ୍କର ଭାବନା ସ୍ଥିର ରହିବ ଏବଂ ଆପଣ ବହୁତ ଆନନ୍ଦ ଅନୁଭବ କରିବେ । ଆଜି ଆପଣଙ୍କର ଆତ୍ମବିଶ୍ୱାସ ଦୃଢ଼ ଅଛି ।

Get real time updates directly on you device, subscribe now.