-
World 100,893,563
WorldConfirmed: 100,893,563Active: 25,785,041Recovered: 72,939,795Death: 2,168,727 -
USA 26,011,222
USAConfirmed: 26,011,222Active: 9,808,357Recovered: 15,767,413Death: 435,452 -
India 10,690,279
IndiaConfirmed: 10,690,279Active: 177,223Recovered: 10,359,305Death: 153,751 -
Brazil 8,936,590
BrazilConfirmed: 8,936,590Active: 919,017Recovered: 7,798,655Death: 218,918 -
Russia 3,774,672
RussiaConfirmed: 3,774,672Active: 501,113Recovered: 3,202,483Death: 71,076 -
UK 3,689,746
UKConfirmed: 3,689,746Active: 1,927,100Recovered: 1,662,484Death: 100,162 -
Italy 2,485,956
ItalyConfirmed: 2,485,956Active: 482,417Recovered: 1,917,117Death: 86,422 -
Turkey 2,442,350
TurkeyConfirmed: 2,442,350Active: 94,495Recovered: 2,322,511Death: 25,344 -
Germany 2,163,113
GermanyConfirmed: 2,163,113Active: 242,723Recovered: 1,866,000Death: 54,390 -
Pakistan 537,477
PakistanConfirmed: 537,477Active: 33,820Recovered: 492,207Death: 11,450 -
China 89,272
ChinaConfirmed: 89,272Active: 1,862Recovered: 82,774Death: 4,636
ମେଷ – ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।
ବୃଷ –
ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।
ମିଥୁନ –
ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାର ଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିପାରିବେ ।
କର୍କଟ –
ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।
ସିଂହ –
ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।
କନ୍ୟା –
ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚ଼ିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚ଼ିନ୍ତି ନିଅନ୍ତୁ ।
ତୁଳା –
ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।
ବିଛା –
ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।
ଧନୁ –
ଆଜି ଆପଣ ନିଜକୁ କୌଣସି ପରିବାରର କାର୍ୟ୍ୟରେ ବ୍ୟସ୍ତ ରଖିବେ ।ଏହି କାର୍ୟ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ୟ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ୟ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।
ମକର –
ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।
କୁମ୍ଭ –
ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।
ମୀନ –
ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।
Comments are closed.