fbpx

ରାଶିଫଳ, (୩୦ା୪ା୨୦୨୦, ଗୁରୁବାର)

ମେଷ- ଦିନଟି ଶୁଭରେ କଟିବ, ନୂତନ ଯୋଜନାରେ ସଫଳ ହେବେ, ଆର୍ଥିକ ଉନ୍ନତି ପରଲକ୍ଷିତ ହେବ, ମାନ ସମ୍ମାନ ମିଳିବ, ନୁତନ ଦ୍ରବ୍ୟ କ୍ରୟ କରିବେ ।
ବୃଷ – ସମସ୍ତ ଦିଗରୁ ସୁଖବର ମିଳିବ, କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ଅଧୀକାରିଙ୍କର ସୁଭାଜନ ହେବେ, ଆର୍ଥିକ ଦିଗଟି ସ୍ୱଚ୍ଛଳ ହେବ, ପାରିବାରିକ ଶାନ୍ତି ମିଳିବ, ଛାତ୍ରଛାତ୍ରୀମାନେ ଖୁବ୍ ଭଲରେ ସମସ୍ତ କାର୍ଯ୍ୟ ସମାପନ କରିବେ ।
ମିଥୁନ- ସୁଖ ଓ ଶାନ୍ତିରେ ଅତିବାହିତ କରିବେ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇବେ, ସାଂସାରିକ ଓ ପ୍ରେମମୟ ଜୀବନ ଖୁସିରେ ଅତିବାହିତ ହେବ, ମାତ୍ର ଯାନବାହାନ ଚଳାଚଳରେ ସତକ୍ର ରହିବେ ।
କର୍କଟ- କାର୍ଯ୍ୟସିଦ୍ଧିରେ ବିଳମ୍ବ, ସ୍ୱାସ୍ଥ୍ୟ ଜନିତ ସମସ୍ୟାରେ ପଡିପାରନ୍ତି, ଅଯଥା ବ୍ୟୟ କରି ମନସ୍ତାପ ହେବ, ଦୁର୍ଘଟଣାର ସମ୍ଭାବନା ରହୁଛି ତେଣୁ ଯାନବାହାନ ଚଳାଚଳରେ ସତର୍କତା ଅବଲମ୍ବନ କରିବେ ।
ସିହଂ – ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
କନ୍ୟା – ବ୍ୟବସାୟିମାନେ ଶୁଭ ଫଳ ପାଇବେ, ରାଜନୈତିକ ବ୍ୟକ୍ତିବିଶେଷ ସଫଳତାର ମଜା ନେବେ, ନୂତନ ଦ୍ରବ୍ୟ କ୍ରୟ କରିବେ, ନୂତନ ଯୋଜନାରେ ସଫଳ ହେବେ.ଆର୍ଥିକ ଉନ୍ନତି ପରଲକ୍ଷିତ ହେବ ।
ତୁଳା – କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସୁଯୋଗର ହାତ ବଢିବ, ନିଜର ଜିବନସାଥି ସହ ଦୂର ସ୍ଥାନକୁ ଭ୍ରମଣର ଯୋଜନା କରିବେ, ନୁତନ ଯାନବାହାନ କ୍ରୟ କରିବେ, ଗୁରୁଜନଙ୍କର ଆର୍ଶୀବାଦ ଆଜି ପ୍ରସାଦ ସଦୃସ କାମ କରିବ ।
ବିଛା – ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ, ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ ।
ଧନୁ – ନିଜର ଲୋକମାନଙ୍କ ଗହଣରେ ଆନନ୍ଦରେ ସମୟ କଟିବ । ଧାର୍ମୀକ ପରିବେଷ ମନକୁ ଶାନ୍ତି ପ୍ରଦାନ କରିବ, ସମସଂତ ଦିଗରୁ ଶୂଭ ଫଳ ମିଳିବ, ସରକାରି ଚାକିରିଆ ମାନେ କୌଣସି ଆର୍ଥୀକ ଲାଭ ପ୍ରାପ୍ତି ହେବେ ।
ମକର- ଦିନଟି ହସଖୁସିରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଦୂର ଯାତ୍ରା ନିଜର ପତ୍ନୀ ସହ କରିବେ, ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସୁଯୋଗର ହାତ ବଢିବ ।
କୁମ୍ଭ – ଶୁଭଚନ୍ଦ୍ର ଫଳରେ ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ମୀନ – କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଅନୁଭବ କରିବେ, ବ୍ୟୟାଧିକ ପରିବେଷ ମନୋବଳକୁ ଦୁର୍ବଳ କରିଦେବ, ମାତ୍ର ଗୃହପାଇଁ ନୁତନ ଦ୍ରବ୍ୟ କ୍ରୟ କରିପାରନ୍ତି, ରାଜନୈତିକ କ୍ଷେତ୍ରରେ ଜନ ସମ୍ପର୍କ ବଢିବ ।

Get real time updates directly on you device, subscribe now.