fbpx

ରାଶିଫଳ (୨୧।୦୫।୨୦୨୦, ଗୁରୁବାର ), ଜାଣନ୍ତୁ ଆପଣଙ୍କ ଦିନ କିପରି କଟିବ

ମେଷ –
ଧ୍ୟାନ ରଖନ୍ତୁ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର‌୍ୟ୍ୟ ପାଇଁ ଆଉ କାହା ଉପରେ ନିର୍ଭର କରନ୍ତୁ ନାହିଁ । ଏହି କାମ ନିଜେ କରନ୍ତୁ ,ଅନ୍ୟଥା ପରିଣାମ ନିରାଶରେ ପରିଣତ ହେବ ।

ବୃଷ –
ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚ଼େସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର‌୍ୟ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।

ମିଥୁନ –
ଆଜି ଆପଣ କୌଣସି ନୂଆ କାର‌୍ୟ୍ୟ କରିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର‌୍ୟ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ ।

କର୍କଟ –
ସାମାଜିକ ସମାରୋହକୁ ଆପଣ ସର୍ବଦା ମନେରଖିବେ । ଆଜି ଆପଣଙ୍କ ଘରେ ଲୋକମାନଙ୍କ ଗହଳି ଚ଼ହଳି ଲାଗିରହିବ । ବୋଧହୁଏ ସେମାନେ ଆପଣଙ୍କ ଘରେ ରହିପାରନ୍ତି । ତଥାପି ଆପଣଙ୍କ ଦିନଚ଼ର‌୍ୟ୍ୟାରେ ପରିବର୍ତ୍ତନ ହେବ ।

ସିଂହ –
ଆଜି ଆପଣ ନିଜ କାର‌୍ୟ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ ।

କନ୍ୟା –
ଆଜି ଆପଣଙ୍କ ମନ କୌଣସି ସାମାଜିକ କାର‌୍ୟ୍ୟରେ ସହଯୋଗ ପାଇଁ ହେବ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର‌୍ୟ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ଆପଣ ସାହାଯ୍ୟ କରୁଛନ୍ତି ସେମାନଙ୍କୁ ଏବଂ ଆପଣଙ୍କୁ ବହୁତ ଖୁସି ଲାଗିବ ।

ତୁଳା –
ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ ।

ବିଛା –
ଆଜି ଆପଣଙ୍କ ଘରେ କୌଣସି ସାମାଜିକ ଅନୁଷ୍ଠାନ ହୋଇପାରେ । ଏହା ଆପଣଙ୍କୁ ଏକ ଅବଶର ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ ।

ଧନୁ –
ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ ,କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ ।

ମକର –
ଆଜି ଆପଣଙ୍କୁ କ୍ରୋଧ ଲାଗିବ । ଆଜି ଆପଣଙ୍କର ଜୀବନର ଉନ୍ନତି କ୍ଷେତ୍ରରେ କିଛି ପରିମାଣର ଅବନତି ଦେଖାଦେବ ।କିନ୍ତୁ ଆପଣ ଏ କ୍ଷେତ୍ରରେ ଆଦୌ ବ୍ୟସ୍ତ ନହୋଇ ଏ ପରିସ୍ଥିତିର ମୁକାବଲା କରନ୍ତୁ ।

କୁମ୍ଭ –
ଆଜି ଆପଣ କୌଣସି ସ୍ୱାର୍ଥ ନଥିଲେ ସହାୟତା କରନ୍ତୁ । ଏଥିରୁ ଆପଣଙ୍କୁ ଖୁସି ମିଳିବ । ଆଜି ଆପଣଙ୍କ ପାଇଁ ସମ୍ପର୍କର ମହତ୍ତ୍ୱ ବହୁତ ଗୁରୁତ୍ତ୍ୱପୂର୍ଣ୍ଣ ହେବ । ନିଜ ପ୍ରିୟଜନମାନଙ୍କ ସହିତ ସମୟ କଟାଇଲେ ଆପଣଙ୍କୁ ବହୁତ ଖୁସି ଲାଗିବ ।

ମୀନ –
ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି ।

Get real time updates directly on you device, subscribe now.