fbpx
BJD SKY
BJD SKY

ରାଶିଫଳ, ଗୁରୁବାର, (ଏପ୍ରିଲ ୧୬/୨୦୨୦)

BJD

ମେଷ – ଶୁଭଚନ୍ଦ୍ର ଚଳନ ହେତୁ ଦିନଟି ବ୍ୟବସାୟିକ ଦିଗରୁ ଶୂଭାଧିକ ପରିବେଷ ରହିବ, ସାଂସାରିକ ଓ ପ୍ରେମମୟ ଜୀବନରେ ଆନନ୍ଦଭରା ପରିବେଷ ମଧ୍ୟରେ କଟିବ, କର୍ମଛେତ୍ରରେ ଉତ୍ସାହିତ ରହିବେ ।
ବୃଷ – ଶୁଭଚନ୍ଦ୍ରଙ୍କ ଚଳନ ହେତୁ ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ । ।
ମିଥୁନ – ଅଶୁଭ ଚନ୍ଦ୍ର ଚଳନ ହେତୁ ଦିବସଟି ବହୁ ବାଧା ବିଘ୍ନ ଦେଇ ଅତିବାହିତ ହେବେ । ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ବ୍ୟବସାୟ ଓ ଚାକିରି କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ ।
କର୍କଟ – ଶୁଭଚନ୍ଦ୍ର ପ୍ରଭାବରୁ ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ, କ୍ୟାରିଅରକୁ ନେଈ କୌଣସି ଶୁଭ ଖବର ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ସିହଂ- ଶୁଭଚନ୍ଦ୍ର ପ୍ରଭାବରେ କର୍ମ ସଂସ୍ଥାନରେ ଅଧିନସ୍ଥ କର୍ମଚାରିଙ୍କର ସହଯୋଗ ସମ୍ପୁନ୍ନ ମିଳିବ । ଶତୃମାନେ ପରାହତ ହେବେ । ପୁରୁଣା ରୋଗରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୁଳକ ପରିକ୍ଷାରେ ସଫଳ ହେବେ । । ପଦ ମର୍ଯ୍ୟଦା ପ୍ରାପ୍ତି ହେବ ।
କନ୍ୟା – ଅଶୁଭ ଚନ୍ଦ୍ର ପ୍ରଭାବରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଅଯଥା ଖର୍ଚ୍ଚ ବଢିବ, ତେଣୁ ଆୟ ଦେଖି ବ୍ୟୟ କରନ୍ତୁ, ଯାନବାହାନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ, ଅଯଥା କଳହ ହୋଇପାରେ ।
ତୁଳା – ଶୁଭଚନ୍ଦ୍ରଙ୍କ ଚଳନ ହେତୁ ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ବିଛା – ଶୁଭ ଚନ୍ଦ୍ରଙ୍କର ଶୁଭଦୃଷ୍ଟି ରହିବ ଫଳରେ ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ନୂତନ ଯୋଜନାରେ ସଫଳ ହେବେ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୁଳକ ପରିକ୍ଷାରେ ସଫଳ ହେବେ ।
ଧନୁ – ଅଶୁଭ ଚନ୍ଦ୍ର ଗତିଶୀଳ ହେତୁ ଠକାମିରେ ପଡିପାରନ୍ତି ଫଳରେ ସତର୍କ ରହିବେ, ଦେହ ମନ ଭଲ ରହିବ ନାହିଁ, ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ବ୍ୟତିବ୍ୟସ୍ଥ କରିବ ।
ମକର- ଚନ୍ଦ୍ରଙ୍କର ପୂଣ୍ଣ ଶୁଭତ୍ୱ ପ୍ରଭାବରେ ଆଜିର ଦିନଟି ଆନନ୍ଦରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଦୂର ଯାତ୍ରା ନିଜ ପରିବାର ସହ କରିବାର ସୁଯୋଗ ରହିବ, ତତ୍ ସହିତ କୌଣସି ଅସହାୟ କୁ ସାହାର୍ଯ୍ୟ କରିବେ ।
କୁମ୍ଭ – ଶୁଭଚନ୍ଦ୍ର ପ୍ରଭାବରେ ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳାମାନେ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ ।
ମୀନ – ଶୁଭ ଚନ୍ଦ୍ର ଗତିଶୀଳ ହେତୁ ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ, ସାଂସାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରେମ ସମ୍ବନ୍ଧିୟ ବ୍ୟାପାରରେ ସମ୍ପର୍କ ବଢିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି ଅତିବାହିତ କରିବେ ।

Get real time updates directly on you device, subscribe now.