fbpx

ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୫ା୧୨: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନରେ ସେ ଛାଡ଼ିଯାଇଥିବା ତାଙ୍କର କାର୍ଯ୍ୟ ଓ ମହାନତା ପାଇଁ ସାରା ଦେଶ ଆଜି ତାଙ୍କୁ ଝୁରୁଛି । ତାଙ୍କ ଜନ୍ମଦିନ ଅବସରରେ ନୂଆଦିଲ୍ଲୀ ସ୍ଥିତ ଅଟଳ ସ୍ମୃତି ସ୍ଥଳରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କରାଯାଇଛି । ଏହାସହ ସେଠାରେ ତାଙ୍କୁ ଶ୍ରଦ୍ଧାଞ୍ଚଳି ଅର୍ପଣ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ।

Get real time updates directly on you device, subscribe now.