fbpx

ଆଠଗଡ଼: ଯାତ୍ରା ଦେଖି ଫେରୁଥିବା ବେଳେ ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

ଆଠଗଡ଼: (ଓଡ଼ିଶା ଭାସ୍କର) ଗୁରୁଡ଼ିଝାଟିଆ ଥାନା କାଣ୍ଡମୁଗୁରୀ ଗାଁରେ ଅଘଟଣ । ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ । ଯାତ୍ରା ଦେଖି ଫେରୁଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ ଯୁବକ । ଘଟଣାସ୍ଥଳରେ ତଦନ୍ତ କରୁଛନ୍ତି ଖୁଣ୍ଟୁଣୀ ପୋଲିସ ଓ ବନବିଭାଗ ।

Get real time updates directly on you device, subscribe now.