SBIରେ କ୍ଲର୍କ ଚାକିରି ପାଇବାର ସୁବର୍ଣ୍ଣ ସୁଯୋଗ, କେଉଁ ବୟସ ପର୍ଯ୍ୟନ୍ତ ପ୍ରାର୍ଥୀ ଆବେଦନ କରିପାରିବେ ଜାଣନ୍ତୁ
ନୂଆଦିଲ୍ଲୀ: ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ଅର୍ଥାତ୍ SBIରେ କ୍ଲର୍କ ପଦବୀରେ ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଚାଲିଛି । ଆଗ୍ରହୀ ଏବଂ ଯୋଗ୍ୟ ପ୍ରାର୍ଥୀମାନେ ଅଫିସିଆଲ୍ ୱେବସାଇଟ୍ ପରିଦର୍ଶନ କରି ଆବେଦନ କରିପାରିବେ…