ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି, ବନ୍ଦ ରହିଛି ସାଧାରଣ ଦର୍ଶନ
ଭୁବନେଶ୍ବର: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି ହୋଇଛି ।
ଜୟବିଜୟ ଦ୍ବାର ନିକଟରେ କେହି ବାନ୍ତି କରିଦେବାରୁ ବଡ଼ ମହାସ୍ନାନ କରାଯାଇଥିବା…