ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା, ପ୍ରସ୍ତୁତ ହେଉଛି ଖଣ୍ଡା-ତରାସ
ଭୁବନେଶ୍ବର: ପବିତ୍ର ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ମହାପ୍ରଭୁଙ୍କର ଚନ୍ଦନ ଯାତ୍ରା । ଶ୍ରୀମଦନମୋହନ, ଶ୍ରୀଦେବୀ, ଭୂଦେବୀ, ରାମକୃଷ୍ଣଙ୍କ ସମେତ ପାଞ୍ଚ ମହାଦେବ ନରେନ୍ଦ୍ର ଜଳରେ ନୌବିହାର କରିବେ ।
ଏହି ଚନ୍ଦନ…