‘ଯଦି ୭ ଦିନ ମଧ୍ୟରେ ଆଫିଡେବିଟ୍ ଦାଖଲ ନକରନ୍ତି…’, ରାହୁଲ ଗାନ୍ଧୀଙ୍କୁ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର
ନୂଆଦିଲ୍ଲୀ: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା କରାଯାଇଥିବା ଭୋଟ ଚୋରି ଅଭିଯୋଗ ଏବଂ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କମିଶନ ସ୍ପଷ୍ଟ ଜବାବ ଦେଇଛନ୍ତି । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…