Women’s Dayରେ ମହିଳାଙ୍କୁ ବଡ଼ ଉପହାର, ଏଣିକି ପ୍ରତି ମାସରେ ମିଳିବ 2500 ଟଙ୍କା
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ, ବିଜେପି ପକ୍ଷରୁ ଦିଲ୍ଲୀ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ରେଖା…