Breaking: ବଡ଼ ଘୋଷଣା କଲେ ସୁରେଶ ପୂଜାରୀ, ଖୁବ୍ଶୀଘ୍ର କାର୍ଯ୍ୟକାରୀ ହେବ ପୌଷ୍ୟ ସନ୍ତାନ ଯୋଜନା
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଝାରସୁଗୁଡ଼ାରେ ଅନାଥ ଛୁଆଙ୍କ ଦାୟିତ୍ବ ନେଲେ ରାଜ୍ୟ ସରକାର । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।
ଖୁବ୍ଶୀଘ୍ର କାର୍ଯ୍ୟକାରୀ ହେବ ପୌଷ୍ୟ…