ମୋଦୀଙ୍କ ଓଡିଶା ଗସ୍ତ: ଓଡିଆ ଖାଦ୍ୟ ଖାଇବେ ପ୍ରଧାନମନ୍ତ୍ରୀ, କାର୍ଯ୍ୟକ୍ରମ ଥିବା ସ୍ଥାନ ‘ନୋ ଫ୍ଲାଇଙ୍ଗ ଜୋନ୍’ ଘୋଷଣା
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ ରାଜ୍ୟ ବିଜେପି ଶିବିର । ଆସନ୍ତା 29 ତାରିଖରେ ମୋଦୀ ଭୁବନେଶ୍ବରରେ ପହଞ୍ଚିବା ନେଇ କାର୍ଯ୍ୟକ୍ରମ ରହିଛି । ପ୍ରଥମେ ଡିଜି ସମ୍ମିଳନୀରେ ଯୋଗ…