ଲୋକଙ୍କ ସମସ୍ୟାର ସମାଧାନ ଦିଗରେ ସରକାର ତତ୍ପର, ଭୁବନେଶ୍ବର ନଆସି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରନ୍ତୁ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଷ୍ଟମ ଥର ପାଇଁ ଶୁଣାଣି ହୋଇଛି । ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଯାଏଁ 81 ପ୍ରତିଶତ ଅଭିଯୋଗର ସମାଧାନ…